ଆଉ ୧୦୮ କରୋନା ପଜିଟିଭ୍

ଭୁବନେଶ୍ୱର() ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟରେ ଆଉ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମାଲକାନଗିରିରେ ସର୍ବାଧିକ ୨୧ ଜଣ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

10 − 6 =