ଭୁବନେଶ୍ୱରରୁ ଆଉ ୧୬ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର() ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଥିବା ବେଳେ ଆଜି ଭୁବନେଶ୍ୱରରୁ ଆଉ ୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ସେମାନଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ଭୁବନେଶ୍ୱରେ କରୋନା ପଜିଟିଭ ସଂଖ୍ୟା ୨୭୪କୁ ବୃଦ୍ଧି ପାଇଛି । ମୋଟ ୨୭୪ ପଜିଟିଭରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩୮ ସୁସ୍ଥ ଓ ୧୩୨ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × one =