ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର() ରାଜ୍ୟରେ ଆଜି ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ୪ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ମୃତକଙ୍କ ବୟସ ଯଥାକ୍ରମେ ୪୧,୫୮,୪୮ ଓ ୩୨ । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ସେହିପରି ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି ।

Share

Leave a Reply

Your email address will not be published. Required fields are marked *

16 − eleven =