କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ଓଡିଶାରେ ଆଜି ଆଉ ୩ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୭୦୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି। ୩ଜଣ ମୃତକ ମଧ୍ୟରୁ ଗଞ୍ଜାମରୁ ୨ଜଣ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

3 × three =