ଭୁବନେଶ୍ବରୁ ୮୭ କରୋନା ପଜିଟିଭ

ଭୁବନେଶ୍ୱର() ଆଜି  ରାଜଧାନୀରୁ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଛି । ୪୯୪ ଜଣ ସୁସ୍ଥ ହୋଇଥିବା ବେଳେ ୬୨୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୧ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

 

Share

Leave a Reply

Your email address will not be published. Required fields are marked *

fifteen + nine =