ଆଉ ୧୦ କରୋନା ସଂକ୍ରମିତଙ୍କ ଦେହାନ୍ତ

ଭୁବନେଶ୍ବର() ଦିନକରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡରୁ ଦୁଇ ଜଣ, ଭଦ୍ରକରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦୁଝରରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ଜଣେ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

ten + two =