ରାଜ୍ୟରେ ଆଉ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର() ରାଜ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ , ଢ଼େଙ୍କାନାଳ, ଗଜପତି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nineteen − three =