ଭୁବନେଶ୍ୱରରୁ ଆଉ ୧୦୧ କରୋନା ପଜିଟିଭ

ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୫୨ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୫୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୫୭ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୨୯୬ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

17 + 19 =