କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ବର() ଆଜି ରାଜ୍ୟରେ ୨୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ୨, କଟକ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

12 − 1 =