ରାଜଧାନୀରୁ ଆଉ ୪୦୯ କରୋନା ପଜିଟିଭ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୨ ଓ ସ୍ଥାନୀୟ ଅଞ୍ଚଳରୁ ୧୬୭ଜଣ ଚିହ୍ନଟ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୨ ହଜାର ୮୧୨କୁ ବୃଦ୍ଧି ପାଇଛି ।

ମୋଟ ୧୨,୮୧୨ ପଜିଟିଭ ମଧ୍ୟରୁ ୪୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୬୮୬୭ ଜଣ ସୁସ୍ଥ ଓ ୪୮୮୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

fifteen − six =