ରାଜଧାନୀରୁ ଆଉ ୩୨୧ ପଜିଟିଭ

ଭୁବନେଶ୍ୱର() ଆଜି ବି ଭୁବନେଶ୍ୱରରୁ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୨୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୩୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୫,୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧,୫୪୫ ଜଣ ସୁସ୍ଥ ହୋଇଛନ୍ତି ଓ ୧୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩,୪୯୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

one × three =