ଆଉ ୮୦ କରୋନା ପଜିଟିଭ

ଭୁବନେଶ୍ୱର()ରାଜ୍ୟରେ ଆଉ ୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୯କୁ ବୃଦ୍ଧି ପାଇବ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷ ରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩୬ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟ ଘଟିଛି । ଏବେ ରାଜ୍ୟରେ ୮୨୬ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

17 + one =