ଆଉ ୭୯ କରୋନା ପଜିଟିଭ

ଭୁବନେଶ୍ୱର()ରାଜ୍ୟରେ ଆଜି ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି । ଏବେ ୮୬୧ ଜଣ ଚିକିିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୪୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏହା ସହ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

four × 3 =