ଆଉ ୭୬ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୮୫୩ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

18 − fourteen =