ଆଉ ୧୫୬ କରୋନା ପଜିଟିଭ

ଭୁବନେଶ୍ବର() ରାଜ୍ୟରେ ଆଜି ସର୍ବାଧିକ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୫୩ କ୍ବାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୩ ଲୋକାଲ କେସ ବୋଲି ସୂଚନା ମିଳିଛି । ୧୯ ଜିଲ୍ଲାରୁ ଆଜି ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ଏହି ୧୫୬ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ୫୦ ଜଣ କେନ୍ଦ୍ରାପଡା ଜିଲ୍ଲାର ବୋଲି ସୂଚନା ମିଳିଛି । ଏହି କ୍ରମରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

5 × three =