ଆଜି ଆଉ ୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ଆଜି ଆଉ ୯୦ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି । ୯୦ ପଜିଟିଭ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଲୋକାଲ କେସ ବୋଲି ଜଣାପଡିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

19 − seventeen =