୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଦିନକୁ ଦନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ଆଉ ୨୩ ଲୋକାଲ କେସ ରହିଛି ବୋଲି ସୂଚନା ମିଳିଛି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

9 − nine =