ଆଉ ୧୧୦ କରୋନା ପଜିଟିଭ,ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୨୫୦କୁ ବୃଦ୍ଧି

ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୨୫୦କୁ ବୃଦ୍ଧି ପାଇଛି । ଜଗତସିଂହପୁରରେ ସର୍ବାଧିକ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ରାୟଗଡା-୪, କଟକ-୨୦, ଝାରସୁଗୁଡା-୧, ଖୋର୍ଦ୍ଧା-୧୪, ନୟାଗଡ-୪, ବରଗଡ-୨, ଭଦ୍ରକ-୧, କଳାହାଣ୍ଡି-୪, ଗଜପତି-୧୧, ପୁରୀ-୭, ବଲାଙ୍ଗୀର-୧, କେନ୍ଦ୍ରାପଡା-୧, ମୟୂରଭଞ୍ଜ-୪, କୋରାପୁଟ-୧, କେନ୍ଦୁଝର-୧, ବୌଦ୍ଧରୁ ୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

3 + six =