ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୨୮୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୪୯ଙ୍କ ମଧ୍ୟରୁ ଗଞ୍ଜାମରୁ ୫୭, ଖୋର୍ଦ୍ଧାରୁ ୨୬, ବଲାଙ୍ଗୀରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱରରୁ ୭, ଯାଜପୁରରୁ ୭, ନୟାଗଡ଼ରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡ଼ାରୁ ୫, ପୁରୀରୁ ୫, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨, ବୈାଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

three × 1 =