ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ,ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି

ଭୁବନେଶ୍ୱର ()ରାଜ୍ୟରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି । ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୨ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

18 − four =