ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୯୭୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୨୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୧୯ , କଟକରୁ ୧୫, ମୟୁରଭଞ୍ଜରୁ ୧୧, ଖୋର୍ଦ୍ଧାରୁ ୧୧, ନୂଆପଡ଼ାରୁ୯, ସୁନ୍ଦରଗଡ଼ରୁ୭, କନ୍ଧମାଳରୁ ୬, ବଲାଙ୍ଗିରରୁ ୫, ନୟାଗଡ଼ରୁ ୫, ବାଲେଶ୍ୱର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ାରୁ ୪ଜଣ ଲେଖାଏଁ, କେନ୍ଦୁଝରରୁ ୩, ଗଞ୍ଜାମରୁ ୩, ପୁରୀରୁ ୩, ଅନୁଗୁଳରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

one × four =