କୋଭିଡ଼ ହସ୍ପିଟାଲର ୩ କର୍ମଚାରୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର()  ରାଜ୍ୟରେ ଆଜି ୧୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୯ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଆକ୍ରାନ୍ତଙ୍କ ମଧ୍ୟରେ କୋଭିଡ଼ ହସ୍ପିଟାଲର ୩ଜଣ କର୍ମଚାରୀ । ୪ଜଣ ଆକ୍ରାନ୍ତ ହୋମ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ଏହି ୨ଆକ୍ରାନ୍ତ ଜଣକ ଗଡ଼କଣା ମହିମାନଗରର ହୋଇଥିବା ସୂଚନା ରହିଛି ।

Share

Leave a Reply

Your email address will not be published. Required fields are marked *

three × 1 =