ରାଜ୍ୟରେ ଆଉ ୧୪୩ କରୋନା ପଜିଟିଭ୍

ଭୁବନେଶ୍ୱର() ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଆଜି ରାଜ୍ୟରେ ଆଉ ୧୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ ରେ ପହଞ୍ଚିଲା ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

two × one =