ଭୁବନେଶ୍ବରରୁ ୩୮ କରୋନା ପଜିଟିଭ୍

ଭୁବନେଶ୍ବର() ଭୁବନେଶ୍ବରରେ ଆଜି ୩୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୫ ଜଣ ହୋମ୍ କ୍ବାରେଣ୍ଟାଇନ୍ ଓ ୧୩ ଜଣ ଲୋକାଲ୍ କେସ୍। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୮କୁ ବୃଦ୍ଧି ପାଇଛି । ୨୫୮ ପଜିଟିଭଙ୍କ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ହୋଇଛି ଓ ୧୨୭ଜଣ ସୁସ୍ଥ ହୋଇଛନ୍ତି । ରାଜଧାନୀରେ ୧୨୮ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

1 + six =