ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ବର() ଆଜି ପୁଣି ୧୭୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକ ଜଣ ଗଞ୍ଜାମ ଜିଲ୍ଲାର ୬୮ ବର୍ଷିୟ ହୋଇଥିବ ସୂଚନା ମଳିଛି। ଗଞ୍ଜାମ ଜିଲ୍ଲାରେ ମୃତ୍ୟ ସଂଖ୍ୟା ୯ କୁ ବଦ୍ଧି ପାଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ କରୋନା ମୁତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲାରେ ୧୧୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବଂ ୩୭୫ ଜଣଙ୍କ କୋଭିଡ୍ ହସ୍ପିଟାଲରେ ଚିକିତ୍ସା ଚାଲିଛି।

Share

Leave a Reply

Your email address will not be published. Required fields are marked *

four × one =