କରୋନାର ରେକର୍ଡ଼, ଆଉ ୫୬୧ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ସଙ୍ଗରୋଧ କେନ୍ଦ୍ରରୁ ଓ ୧୩୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୨୮୩, କଟକରୁ ୮୧, ବରଗଡ଼ରୁ ୨୧, ବଲାଙ୍ଗୀରରୁ ୧୯, ରାୟଗଡ଼ାରୁ ୭୬, ଖୋର୍ଦ୍ଧାରୁ ୨୬, ମୟୁରଭଞ୍ଜରୁ ୧୦, ସମ୍ବଲପୁରରୁ ୮, କେନ୍ଦ୍ୁଝରରୁ ୬, ଜଗତସିଂହପୁରୁୁ ୬। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

8 − eight =