ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର() ଆଜି ୫୬୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

1 × 1 =