ଭୁବନେଶ୍ବରରୁ ୨୪ ପଜିଟିଭ, ୪ ଲୋକାଲ କେସ

ଭୁବନେଶ୍ୱର() ଆଜି ରାଜ୍ୟରେ ସର୍ବାଧିକ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରର ୨୪ଜଣ ବୋଲି ଜଣାପଡ଼ିଛି । ୨୪ଜଣଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୪ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ଏକ ଘରୋଇ ହସ୍ପିଟାଲରୁ ୨୯, ୨୭ ଓ ୩୪ବର୍ଷୀୟ ମହିଳା ଚିହ୍ନଟ ହୋଇଛନ୍ତି । ସେହିପରି ଖଣ୍ଡଗିରି ଅଞ୍ଚଳରୁ ଜଣେ ୩୮ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

8 − 7 =