ଆଉ ୨୦୩ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୭୦୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୩୮, ଖୋର୍ଦ୍ଧାରୁ ୩୭, ଗଜପତିରୁ ୧୯, କଟକରୁ ୧୮, ଜଗତସିଂହପୁରୁ୧୮, ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୧୨, ଢ଼େଙ୍କାନାଳରୁ ୧୦, ଯାଜପୁରରୁ ୮, ବରଗଡ଼ରୁ ୭, ମୟୁରଭଞ୍ଜରୁ ୬, ରାୟଗଡ଼ାରୁ ୫, ବାଲେଶ୍ୱରରୁ ୩, କନ୍ଧମାଳରୁ ୩, ପୁରୀରୁ ୨, ଦେବଗଡ଼, ଝାରସୁଗୁଡ଼ା, ମାଲକାନଗିରି, କେନ୍ଦୁଝର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

1 × 4 =