ରାଜ୍ୟରେ ଆଉ ୪୯୫ କରୋନା ପଜିଟିଭ

ଭୁବନେଶ୍ବର() ଗୋଟିଏ ଦିନରେ ଓଡ଼ିଶାରୁ ୪୯୫ କରୋନା ପଜିଟିଭ୍‌ ବାହାରିଛନ୍ତି । କରୋନାର ଏଭଳି କରାଳ ରୂପ ଦେଖି ସାରା ରାଜ୍ୟ ଆତଙ୍କିତ । ଉପକୂଳରୁ ଆଭ୍ୟନ୍ତରୀଣ, ସହରରୁ ଗାଁ ସବୁଠି ମାଳମାଳ ପଜିଟିଭ୍‌ ବାହାରିଛନ୍ତ। ୩୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୦୧ ଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୮୫୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୭୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୯ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

twenty − two =