ଆଜି ଆଉ ୪୫୬ କରୋନା ପଜିଟିଭ୍‌

ଭୁବନେଶ୍ୱର () ରାଜ୍ୟରେ ସ୍ଥିତି ଭୟଙ୍କର । ବିସ୍ଫୋରକ ରୂପ ନେଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ଅତି ଦ୍ରୁତ ଗତିରେ ବଢ଼ି ଚାଲିଛି । ଓଡ଼ିଶାରୁ ଆଜି ଆଉ ୪୫୬ କରୋନା ପଜିଟିଭ୍‌ ବାହାରିଛନ୍ତି । ତେବେ ୪୫୬ଙ୍କ ମଧ୍ୟରୁ ୩୦୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗଞ୍ଜାମ ଜିଲ୍ଲାରୁ ଆଜି ସର୍ବାଧିକ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 2 =