କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର() ରାଜ୍ୟରେ ସ୍ଥିତି ଭୟଙ୍କର । ବିସ୍ଫୋରକ ରୂପ ନେଲାଣି କରୋନା  । ଏହାରି ମଧ୍ୟରେ ଆଜି ରାଜ୍ୟରେ ନୂଆ ୪୫୬ ଜଣ ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ ଯାଜପୁରରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ତେବେ ଗଞ୍ଜାମରେ କରୋନା ମୃତ୍ୟୁ ସଖ୍ୟା ୨୧ରେ ପହଞ୍ଚିଥିବା ବେଳେ ବର୍ତ୍ତମାନ ସୁଦ୍ଧା ରାଜ୍୍ୟ୍ରରେ   ୩୮ ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।

Share

Leave a Reply

Your email address will not be published. Required fields are marked *

one × two =