ଆଉ ୬ଜଣଙ୍କ କରୋନାରେ ମୃତ୍ୟୁ, କରୋରେ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଜି ଆଉ ୬ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମରେ ୩, କେନ୍ଦ୍ରାପଡ଼ାରେ ଜଣେ, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ କରୋନା ଜନିତ ମୃତ୍ୟୁ ହୋଇଛି । ଗଞ୍ଜାମରେ ୨୭ ରେ ପହଞ୍ଚିଲା କରୋନା ମୃତ୍ୟୁ ସଂଖ୍ୟା ।

Share

Leave a Reply

Your email address will not be published. Required fields are marked *

twenty + 8 =