ରାଜ୍ୟରେ ଆଜି ସର୍ବାଧିକ ୩୦୩ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଜି ସର୍ବାଧିକ ୩୦୩ ଜଣ ସୁସ୍ଥ ହୋଇଥିବା  ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି ପାଇଛି । ୩୦୩ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜମାରୁ ସର୍ବାଧିକ ୧୨୦, ଯାଜପୁରରୁ ୪୬,ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ ୯, ପୁରୀରୁ ୭, ବରଗଡ଼ରୁ ୬, ଢ଼େଙ୍କାନାଳରୁ ୫, ଝାରସୁଗୁଡ଼ାରୁ ୫, ମୟୁରଭଞ୍ଜରୁ ୫, ଅନୁଗୁଳରୁ ୪, ନୂଆପଡ଼ାରୁ ୪, ବାଲେଶ୍ୱରରୁ ୩, କେନ୍ଦ୍ରାପଡ଼ାରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀର, ଜଗତସିଂହପୁର, କୋରାପୁଟ ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

5 × five =