ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ୱର() ରାଜ୍ୟରେ ଆଜି ଆଉ ୪ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋରେ ମୃତ୍ୟୁ ସଂଖ୍ୟା ୫୨ରେ ପହଞ୍ଚିଛି । ମୃତ୍ୟୁ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଗଞ୍ଜାମର ୩ ଓ ଭଦ୍ରକରୁ ଜଣେ କରୋନା ଜନିତ ମୃତ୍ୟୁ ହୋଇଛି । ଗଞ୍ଜାମରେ ୩୦ ରେ ପହଞ୍ଚିଲା କରୋନା ମୃତ୍ୟୁ ସଂଖ୍ୟା ।

Share

Leave a Reply

Your email address will not be published. Required fields are marked *

5 × 5 =