ରାଜ୍ୟରେ ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର() ରାଜ୍ୟରେ ଆଜି ୫୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ହୋଇଥିବା ୫ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ୨, କଟକ, ଭୁବନେଶ୍ବର ଓ ପୁରୀରୁ ଜଣେ ଲେଖାଏଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି । ସେହିପରି ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୬୧ରେ ପହଞ୍ଚିଛି ।

Share

Leave a Reply

Your email address will not be published. Required fields are marked *

one × five =