ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ବର()  ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କରାଯାଇ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦ କୁ ବୃଦ୍ଧି ପାଇଛି। ଗଞ୍ଜାମ ଜିଲ୍ଲାରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ବର ଓ କଟକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଆଜି ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତ ଆଖିବୁଜିଛନ୍ତି। ମୃତଙ୍କ ଗଞ୍ଜାମରୁ ୪୫, ୪୯, ୬୩ ଓ ୭୨ ବର୍ଷୀୟ ପୁରୁଷ ମୃତ ଘଟିଥିବା ବେଳେ କଟକର ୪୦ ଓ ଭୁବନେଶ୍ବରର ୬୭ ବର୍ଷୀୟ ପୁରୁଷ ମୃତ ଘଟିଛି।

Share

Leave a Reply

Your email address will not be published. Required fields are marked *

four − 4 =