ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନାରେ ସଂକ୍ରମିତ

ଭୁବନେଶ୍ୱର() କରୋନାରେ ଏବେ ସବୁ ବର୍ଗର ଲୋକେ ସଂକ୍ରମିତ ହୋଇସାରିଲେଣି ।  ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ । କରୋନାର କଲବଲ ରୂପକୁ ଦେଖି ରାଜ୍ୟ ସରକାର ମଧ୍ୟ ହଡ଼ବଡ଼ ହୋଇଗଲେଣି ।   ଏହାରି ଭିତରେ ବାଲେଶ୍ୱର ଜିଲ୍ଲାର ଆଉ ଜଣେ ବିଧାୟକ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି ।  ବିଜେଡିର ଜଣେ ବିଧାୟକ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି ।  କରୋନା ସଂକ୍ରମିତ ହୋଇଥିବାବେଳେ ସମ୍ପୃକ୍ତ ବିଧାୟକ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × three =