ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା, ଜାଣନ୍ତୁ ତଥ୍ୟ

ଭୁବନେଶ୍ବର()  ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଲା । ଆଜି ରାଜ୍ୟରେ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ କଟକ, ଗଜପତି ଓ ଜଗତସିଂହପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହିପରି କେନ୍ଦ୍ରାପଡା, ଖୋର୍ଦ୍ଧା ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

2 × four =