ରାଜ୍ୟରେ ଦିନକରେ ୧୦୭୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୦୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୩୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୫୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

11 − seven =