ଭୁବନେଶ୍ବରରୁ ଆଉ ୨୨୬ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଜି ସର୍ବାଧିକ ୧୨୬୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୬ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୧୨୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୩୩ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୮୧ଜଣ ସୁସ୍ଥ ମଧ୍ୟ ହୋଇଛନ୍ତିି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୧୪୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୦୫ଜଣ ସୁସ୍ଥ ହୋଇଛନ୍ତି ଓ ୧୧ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ଏବେ ୬୫୧ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

seven − four =