ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୮୦କୁ ବୃଦ୍ଧି

ନୂଆଦିଲ୍ଲୀ()ଦେଶରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ମୃତ୍ୟୁ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଥିବା ନେଇ ସୂଚନା ମିଳିଛି । ସେହିପରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୮୦କୁ ଛୁଇଁଥିବା ବେଳେ ୧୦୪୭୭ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାସହ ୧୪୮୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୧୮୭ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ମଧ୍ୟପ୍ରଦେଶରେ ୫୩, ଗୁଜୁରାଟରେ ୩୩, ଦିଲ୍ଲୀରେ ୩୨, ଆନ୍ଧ୍ରପ୍ରଦେଶରେ ୧୪, ପଞ୍ଜାବରେ ୧୩ ଜ

Share

Leave a Reply

Your email address will not be published. Required fields are marked *

8 + eighteen =