କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର() ଆଜି ଗୋଟିଏ ଦିନରେ ୧୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୩୦ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ , ଗଜପତି, ଝାରସୁଗୁଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୪ରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nine + two =