ରାଜଧାନୀରୁ ଆଉ ୧୧୧ ପଜିଟିଭ

ଭୁବନେଶ୍ବର()  ଆଜି ଭୁଵନେଶ୍ବରରୁ ୧୧୧ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୬୨ ଜଣ ଓ ସ୍ଥାନୀୟ ଅଞ୍ଚରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ଭୁବନେଶ୍ୱରେ ଆଜି ଆଉ ୨୯ ଜଣ ସୁସ୍ଥ ହୋଇଛନ୍ତି । ତେବେ ରାଜଧାନୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୮କୁ ବୃଦ୍ଧି ପାଇଛି । ୮୬୩ ଜଣ ସୁସ୍ଥ ହୋଇଥିବା ବେଳେ ୯୫୨ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନିଗର ନିଗମ ବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

twenty − 3 =