କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର() ଆଜି ରାଜ୍ୟରେ ୧୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗଞ୍ଜାମରୁ ଆଜି ସର୍ବାଧିକ ୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଖୋର୍ଦ୍ଧା, କଟକ, ମାଲକାନଗିରି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି ।

Share

Leave a Reply

Your email address will not be published. Required fields are marked *

three × five =