ଆଜି ଭୁବନେଶ୍ୱରରୁ ଆଉ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରେ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୧୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଛନ୍ତି ଓ ୧୩ଜଣଙ୍କର ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

5 + 15 =