କଟକରୁ ୫୧ କରୋନା ପଜିଟିଭ

କଟକ() ଆଜି କଟକ ସହରରୁ ପୁଣି ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।ବର୍ତ୍ତମାନ ସୁଦ୍ଧା ୮୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୩୨୭ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

9 − eight =