ଆଉ ୮ କରୋନା ଆକ୍ରାନ୍ତଙ୍କ ଦେହାନ୍ତ

ଭୁବନେଶ୍ବର() ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ୧୪୯୯ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ଦେହାନ୍ତ ହୋଇଛି।। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ଼, ଖୋର୍ଦ୍ଧା, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

5 + 15 =