ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି

ଭୁବନେଶ୍ବର() ରାଜ୍ୟରେ ଆଉ ୬ କରୋନା ପଜିଟିଭ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ସୂଚନା ଦିଆଯାଇଛି ।ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରୀ ସମ୍ପର୍କରେ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

ତେବେ ଆଜି ଗୋଟିଏ ଦିନରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଜି ସୁଦ୍ଧା ଚିହ୍ନଟ ହୋଇଥିବା ୭୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

nine + seven =