ରାଜଧାନୀରୁ ଆଉ ୮୯ କରୋନା ପଜିଟିଭ

ଭୁବନେଶ୍ୱର() ଭୁବନେଶ୍ୱରରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି  । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୩୦୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୭୯୮ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୨୫୦ଜଣ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

five − three =